ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

କେରଳ ଛୁଇଁଲା ମୌସୁମୀ ବାୟୁ, କେରଳର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ୱର ୩୦/୦୫: କେରଳ ଛୁଇଁଲା ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି।ଏକ୍ସ ଜରିଆରେ ଭାରତୀୟ ପାଣିପାଗ ବିଭାଗର ସୂଚନା ଜାରି କରିଛି।  ମୌସୁମୀ ବାୟୁ ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ । କେରଳରେ ମୌସୁମୀ ବାୟୁ ଛୁଇଁଲା ପରେ ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି।


ଉତ୍ତର ପୂର୍ବରେ ମୌସୁମୀ ଶୀଘ୍ର ଆସବା ପଛରେ ରେମାଲ ବାତ୍ୟା ଏକ ମୁଖ୍ୟ କାରଣ ବୋଲି କୁହାଯାଉଛି। ମୌସୁମୀ ବାୟୁ ସାଧାରଣତଃ ଜୁନ୍ ପହିଲାରୁ ୫ ତାରିଖ ମଧ୍ୟ ପ୍ରବେଶ କରିଥାଏ। ପରେ ଏହା ଧୀରେ ଧୀରେ ଅନ୍ୟ ଅଞ୍ଚଳକୁ ପ୍ରବେଶ କରେ। ତେବେ ଏହାର ସପ୍ତାହରୁ ୧୫ ଦିନ ପରେ ଓଡ଼ିଶାରେ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଛ।



  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.