PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଟିଏମରେ ଟଙ୍କା ଭରିବା ନେଇ ଗାଡିରେ ଯାଉଥିବା ବେଳେ ୫୭ ଲକ୍ଷ ଟଙ୍କା ଧରି ଡ୍ରାଇଭର ଫେରାର
  • ||
  • ମୃତ ବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ଘଟଣାରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ନିଲମ୍ବିତ
  • ||
  • କେନ୍ଦ୍ର ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର ଆବ୍ବାସ ନକଭି
  • ||
  • ଯାତ୍ରା ଅଭିନେତା ଦୈତାରୀ ପଣ୍ଡାଙ୍କ ନାଁରେ ରାଜଧାନୀ ମିଡ଼ିଆ ହାଉସ୍ ସିଇଓ ଥାନାରେ କଲେ ଅଭିଯୋଗ , ଯାତ୍ରା ରାଜିନାମା ଅଗ୍ରୀମ ଟଙ୍କା ଫେରସ୍ତ ନକରିବାରୁ ବାଲେଶ୍ୱର ଜିଲ୍ଲା ଔପଦା ଥାନାରେ ରୁଜୁ ହୋଇଛି ମାମଲା, ପାର୍ବତୀ ଗଣନାଟ୍ୟ ଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ ଅଗ୍ରୀମ
  • ||
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

୨୪ରୁ ୪୮ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୖୋସୁମୀ

ଭୁବନେଶ୍ବର ୧୫|୬:  କେବେ ଓଡିଶା ଛୁଇଁବ ମୌସୁମୀ ସେନେଇ ସ୍ପଷ୍ଟ କରିପାରୁନି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଜୁନ୍ ୧୮ କିମ୍ବା ୧୯ରେ ପହଞ୍ଚିବା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ଏବେବି ଅନିଶ୍ଚିତତା ଜାରି ରହିଛି । ଆସନ୍ତା ୨୪ରୁ ୪୮ଘଣ୍ଟା ଅର୍ଥାତ୍ ୨ ରୁ ୩ ଦିନ ମଧ୍ୟରେ କେନ୍ଦ୍ରୀୟ ଆରବ ସାଗର, କର୍ଣ୍ଣାଟକ, ତାମିଲନାଡ଼ୁ, କେନ୍ଦ୍ରୀୟ, ଉତ୍ତର ଓ ଦକ୍ଷିଣ ବଙ୍ଗୋପସାଗରରେ ମୌସୁମୀ ସକ୍ରିୟ ହେବ । ଏଥିସହ ଉତ୍ତର ପୂର୍ବ ଭାରତ, ସିକିମ୍ ସମେତ ଉତ୍ତର ପଶ୍ଚିମବଙ୍ଗରେ ମୌସୁମୀ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଓଡ଼ିଶାର ଦୁଇ ପାର୍ଶ୍ବରେ ମୌସୁମୀ ସକ୍ରିୟ ହେଉଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ମୌସୁମୀ ଖୁବଶୀଘ୍ର ଓଡ଼ିଶାରେ ପ୍ରବେଶ କରିବ ବୋଲି ଆକଳନ କରାଯାଉଛି । ଏପଟେ କିନ୍ତୁ ପୁଣି ତାତି ଲେଉଟିଛି। ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି। ଉପକୂଳରେ ୪ ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ୨ ରୁ ୩ ଡିଗ୍ରି ବଢ଼ିଛି। ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରି ପାର୍ ହୋଇଯାଇଛି।