PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଜୁନ୍ ୪ରେ କେରଳ ଛୁଇଁବ ମୌସୁମୀ ! ଚଳିତ ବର୍ଷ ସ୍ଵାଭାବିକ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ, ୨୬/୫ : ଜୁନ୍ ୪ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ। ମୌସୁମୀ ସବଳ ହେଲେ ୪ ସୁଦ୍ଧା କେରଳ ଛୁଇଁବାର ସମ୍ଭାବନା ରହିଛି। ଜୁନ୍ ପହିଲା ସୁଦ୍ଧା ମୌସୁମୀ ପହଞ୍ଚିବାର ସମ୍ଭାବନା ନାହିଁ। ଦେଶରେ ଜୁନ୍‌ରୁ ସେପ୍ଟେମ୍ଵର ପର୍ଯ୍ୟନ୍ତ ମୌସୁମୀ ରୁହେ। ଚଳିତ ବର୍ଷ ସ୍ଵାଭାବିକ ବର୍ଷା ହୋଇପାରେ। ଏନେଇ ଆଇଏମଡି ଆକଳନ କରିଛି।

ସୂଚନାନୁଯାୟୀ, ଜୁନରୁ ସେପ୍ଟେମ୍ଵର ପର୍ଯ୍ୟନ୍ତ ଭାରତରେ ଦକ୍ଷିଣ ପଶ୍ଚିମ ମୌସୁମୀ ସାମାନ୍ୟ ରହିବାର ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ଭାରତ ପଞ୍ଜାବ, ହରିୟାଣା, ଦିଲ୍ଲୀ, ରାଜସ୍ଥାନରେ କମ୍ ବର୍ଷା ହେବ। ପ୍ରାୟ ଦ୍ଵୀପୀୟ ଭାରତରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।