ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

କେନ୍ଦ୍ରକୁ ଅଧିକ ଏନଡ଼ିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର

Published By : Suraj Kumar | October 22, 2024 4:14 PM

ଭୁବନେଶ୍ବର, ୨୨।୧୦ : ବାତ୍ୟା ପାଇଁ  କେନ୍ଦ୍ରକୁ  ଅଧିକ ଏନଡ଼ିଆରଏଫ ଟିମ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡ଼ିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର।

ବାତ୍ୟା ମୁକାବିଲା ଲାଗି ୧୦ ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ନିୟୋଜିତ ହେବେ ୧୭ ଓଡ୍ରାଫ ଟିମ। ୩ ଓଡ୍ରାଫ ଟିମ ରିଜର୍ଭ ରଖିବା ଲାଗି ନିର୍ଦେଶ ଦିଆଯାଇଛି।   ଗଞ୍ଜାମ ପାଇଁ ଗୋଟିଏ ଟିମ, ପୁରୀ ପାଇଁ  ୨ଟି ଟିମ, ଜଗତସିଂହପୁର ୨ ଟିମ, କେନ୍ଦ୍ରାପଡା ୨ ଟିମ, କଟକ ଗୋଟିଏ ଟିମ, ଖୋର୍ଦ୍ଧା ୨ ଟିମ, ଯାଜପୁର ଗୋଟିଏ ଟିମ, ଭଦ୍ରକ ୨ ଟିମ, ବାଲେଶ୍ଵର ୨ ଟିମ ଓ ମୟୁରଭଞ୍ଜ ରେ ଟିମ ହେବେ ନିୟୋଜିତ। ଟିମ ମୁତୟନ ନେଇ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କଲେ ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.