ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୧୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ, ବନ୍ଧୁକ ଓ କଟୁରୀ ଦେଖାଇ ଟଙ୍କା ଝାମ୍ପି ନେଲେ

କେନ୍ଦୁଝର, ୬।୫: ବନ୍ଧୁକ ମୁନରେ ଲୁଟି ନେଲେ ୧୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା । କେନ୍ଦୁଝର ସଦର ଥାନା ଠାକୁରଡିହି ଛକରେ ଏହି ଲୁଟ୍ ହୋଇଥିବା ସୂଚନା । କଳ୍ପନା ପରିବହନ ସଂସ୍ଥାର କର୍ମଚାରୀଙ୍କୁ ଅଟକାଇ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ବନ୍ଧୁକ ଓ କଟୁରୀ ଦେଖାଇ ଟଙ୍କା ଝାମ୍ପି ନେଇଥିଲେ । ପୋଲିସର ତନାଘନା ଆରମ୍ଭ ହୋଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.