PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

କାରାଗାରରେ ନବରାତ୍ରୀ ଉପବାସ କଲେ ୨୦୦ରୁ ଅଧିକ ମୁସଲମାନ କଏଦୀ, ଖାଇଲେ ଫଳ ଓ କ୍ଷୀର 

pic- internet

ଲକ୍ଷ୍ନୌ; ଉତ୍ତର ପ୍ରଦେଶ ମୁଜାଫରନଗର ଜିଲ୍ଲା କାରାଗାରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏହି କାରଗାରରେ ବନ୍ଦି ଥିବା ୨୦୦ ରୁ ଅଧିକ ମୁସଲମାନ କଏଦୀ ଏକାଠି ହୋଇ ଅନ୍ୟ ହିନ୍ଦୁ କଏଦୀଙ୍କ ସହ ନବରାତ୍ରୀ ଉପବାସ କରିଛନ୍ତି। ଏନେଇ ମୁଜାଫରନଗର ଜିଲ୍ଲା କାରଗାର ଅଧିକାରୀ ଏହି ସୂଚନା ଦେଇଛନ୍ତି।

ଜେଲ ଅଧିକାରୀ କହିଛନ୍ତି୨୦୧୮ ମୁସଲମାନ କଏଦୀ ୧୧୦୪ ହିନ୍ଦୁ କଏଦିଙ୍କ ସହ ସାମ୍ପ୍ରଦାୟିକ ଭାଇଚାରା ଦେଖାଇ ସେମାନେ ନବରାତ୍ରୀ ଉପବାସ କରିଛନ୍ତି। ସେ ଆହୁରି କହିଛନ୍ତି, କାରାଗାରରେ କଏଦୀମାନଙ୍କୁ କ୍ଷୀର, ଫଳ ଓ ଅଟା ଦେବା ପାଇଁ ଜେଲ ପ୍ରଶାସନ ସ୍ୱତନ୍ତ୍ର ବ୍ୟବସ୍ଥା କରିଥିଲା।

ସମ୍ବନ୍ଧିତ ଖବର