ପ୍ରମୁଖ ଖବର
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||
  • ଆହୁରି ଜଳିବ ଓଡ଼ିଶା, ମେ’ ୪ ଯାଏଁ ନିସ୍ତାର ଆଶା କମ୍‌': ଆଜିଠାରୁ ଭୀଷଣ ତାତି ମାଡ଼,୧୯ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ବର,୩୦।୩ : ଏପ୍ରିଲ ୨ରୁ ସକାଳୁଆ ସ୍କୁଲ।  ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା୩୦ ଯାଏ ପାଠ ପଢା ହେବ।  ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଏହି ନିର୍ଦେଶ ଲାଗୁ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.