ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବାଇକକୁ ଧକ୍କା ଦେଲା ବସ୍ : ପୁଅ ଆଗରେ ଚାଲିଗଲା ମା’ର ଜୀବନ

Published By : Suraj Kumar | November 19, 2024 4:37 PM

ଯାଜପୁର,୧୯।୧୧ : ଯାଜପୁର ରୋଡ଼ ଥାନା ଚୋରଦା ବାଇପାସ୍ ଛକରେ   ଦୁର୍ଘଟଣା।  ବାଇକକୁ ବସ୍ ଧକ୍କା ଦେବାରୁ ପୁଅ ଆଗରେ ମା’ର ଜୀବନ ଚାଲିଯାଇଥିଲା।  ଗୁରୁତର ଅବସ୍ଥାରେ ପୁଅକୁ  ଯାଜପୁର ରୋଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତା ମହିଳା ସ୍ଥାନୀୟ ଅଞ୍ଚଳର ମୋନାଲିସା ପଣ୍ଡା ଓ ଆହତ ଯୁବକ ଦେବାଶିଷ ପଣ୍ଡା ।

 ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ଉଭୟେ ମା' ମୋନାଲିସ ଓ ପୁଅ ଦେବାଶିଷ ଏକ ବାଇକରେ ବଜାରକୁ ଯାଉଥିଲେ। ଏହି ସମୟରେ ଘରୋଇ କାରଖାନାର ଏକ ବସ୍ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବାଇକ୍ ପଛରେ ବସିଥିବା ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ବାଇକ୍ ଚଳାଉଥିବା ପୁଅ ଆହତ ହୋଇଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.