ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ଉଚ୍ଚଶିକ୍ଷା ବିଭାଗ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ ମଧ୍ୟରେ ଏମଓୟୁ, କଲେଜ ପିଲା ପଢ଼ିବେ ଷ୍ଟକ୍ ଏକ୍ସଚେଞ୍ଜ୍ ପାଠ

Published By : Prameya | May 15, 2025 5:05 PM

ଭୁବନେଶ୍ବର, ୧୫।୫ : କଲେଜରୁ  ପିଲା ପଢ଼ିବେ ଷ୍ଟକ୍ ଏକ୍ସଚେଞ୍ଜ୍ ପାଠ । ଷ୍ଟକ୍ ମାର୍କେଟରୁ ରୋଜଗାର କରିବାର କଳା ଜାଣିପାରିବେ  । ଏନେଇ ଉଚ୍ଚଶିକ୍ଷା ବିଭାଗ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଲୋକସେବା ଭବନରେ  ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଚୁକ୍ତି ସ୍ବାକ୍ଷର କରାଯାଇଛି । 

ରାଜ୍ୟର ବିଭିନ୍ନ କଲେଜରେ ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜ ପକ୍ଷରୁ ଇଣ୍ଟନସିପ୍ ମାଧ୍ୟମରେ ଏହି ପ୍ରଶିକ୍ଷଣ ଦିଆଯିବ । ଛାତ୍ରଛାତ୍ରୀଙ୍କୁ ଦୁଇଟି ପର୍ଯ୍ୟାୟରେ ଏହି ପ୍ରଶିକ୍ଷଣ ଦିଆଯିବ । ସାଧାରଣତଃ ଯୁକ୍ତ ତିନି ଶେଷ ବର୍ଷ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କୁ ନଜରରେ ରଖି ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଅନ୍ୟ ବିଭାଗର ପିଲାମାନେ ମଧ୍ୟ ଏହି ଟ୍ରେନିଂ ନେଇପାରିବେ । ଏହା ଦ୍ବାରା ନିଯୁକ୍ତି ସୁଯୋଗ ବଢିବା ସହ ପିଲାମାନେ ଷ୍ଟକ ମାର୍କେଟରେ ସାମିଲ ହୋଇପାରିବେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.