ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗୁରୁବାର ପଦ୍ମ ଧରିବେ ସାଂସଦ ଭର୍ତ୍ତୃହରି ମହତାବ ! ମିଳିପାରେ କଟକ ଲୋକସଭା ପ୍ରାର୍ଥୀ ଟିକେଟ୍

ଭୁବନେଶ୍ୱର,୨୮/୦୩:  ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ ଗୁରୁବାର ବିଜେପିରେ ଯୋଗଦେବେ ।  ଏଭଳି ଏକ ଚର୍ଚ୍ଚା ଘୁରିବୁଲୁଛି ।  ବିଜେପି ତାଙ୍କୁ କଟକରୁ ଲୋକସଭା  ପ୍ରାର୍ଥୀ କରିପାରେ । ଶ୍ରୀ ମହତାବ  କଟକରୁ ୫ ଥର ସାଂସଦ ଭାବେ  ଜିତି ଆସୁଛନ୍ତି । ବିଜେଡି ଉପରେ ଅସନ୍ତୁଷ୍ଟ ହୋଇ ନିକଟରେ ସେ ଦଳ  ଛାଡ଼ିଛନ୍ତି । 

ଗୁରୁବାର ଅପରାହ୍ଣରେ ବିଜେପିର କୋର୍‌ କମିଟି ବୈଠକ ବସିବ । ଏଥିରେ ଆଲୋଚନା  ପରେ କଟକ ସମେତ କନ୍ଧମାଳ  ଓ ଯାଜପୁରର ସାଂସଦ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇପାରେ । ବିଧାନସଭା ପ୍ରାର୍ଥୀ ତାଲିକା ବି ଆସିପାରେ ।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.