ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ବିନା ଯାଞ୍ଚରେ ହେବନି ମୃତଦେହ ହସ୍ତାନ୍ତର

ଭୁବନେଶ୍ବର ,୫।୬  ବାହାନଗା ଦୁର୍ଘଟଣାରେ ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ ବିନା ଯାଞ୍ଚରେ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ନାହିଁ।  ଏ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

ଭୁବନେଶ୍ବର ଏମ୍ସକୁ ଆସିଥିବା ମୃତଦେହ ଗୁଡିକ ଡିଏନଏ ସାମ୍ପୁଲ ରଖାଯାଇଛି । କାରଣ ଏକାଧିକ ଲୋକ ଗୋଟିଏ ମୃତଦେହର ଦାବିଦାର ରହୁଛନ୍ତି । ତେଣୁ ଉପଯୁକ୍ତ ଯାଞ୍ଚ କରାଯାଇ ପରିବାରବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯିବ । କୌଣସି ଲୋକ ବିନା ଯାଞ୍ଚରେ ଏଠାରୁ ମୃତଦେହ ନେଇପାରିବେ ନାହିଁ । ଅନେକ ଲୋକ ନିଖୋଜ ବ୍ୟକ୍ତିଙ୍କ ସମ୍ପର୍କରେ ଅଭିଯୋଗ କରୁଛନ୍ତି। ଆମ ପାଖରେ ନିଖୋଜ ବ୍ୟକ୍ତି ମାନଙ୍କର କୌଣସି ତଥ୍ୟ ନାହିଁ । ଯାଞ୍ଚ ପ୍ରକ୍ରିୟା ଜାରି ରହିଛି । ତଥ୍ୟ ମିଳିଲେ ସୂଚନା ପ୍ରଦାନ କରାଯିବ  ବୋଲି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।

ଆହୁରି ପଢନ୍ତୁ : ଝିଅ ବାହାଘର ଋଣ ଶୁଝିବା ରହିଗଲା ଅଧାରେ, ଲୌହଦାନବ ନେଇଗଲା ଜୀବନ

Copyright © 2022 - Summa Real Media Private Limited. All Rights Reserved.