PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

କାଜୁ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଠଗଡ, ୫।୭ ଆଠଗଡ ଥାନା ଅନ୍ତର୍ଗତ ରାଉତରାପୁର ଗ୍ରାମ ରାସ୍ତା ପାର୍ଶ୍ଵରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମ ସମ୍ମୁଖରେ ଥିବା ଏକ କାଜୁ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର  କରାଯାଇଛି। ଯୁବକଙ୍କ ପରିଚୟ ମିଳି ନାହିଁ। ମୃତଦେହ ଝୁଲୁଥିବା ବେ​‌ଳେ  ଯୁବକଙ୍କ ପକେଟରେ ମୋବାଇଲ ରିଙ୍ଗ ହେଉଥିଲା  କିଛି ଦୂରରେ ଏକ ବାଇକ ଥୁଆ ହୋଇଛି । ଏହା ହତ୍ୟା କି ଆତ୍ମହତ୍ୟା ସନ୍ଦେହ ଘେରରେ ରହିଛି  I  ଖବର ପାଇ ଘଟଣା ସ୍ଥଳରେ  ଆଠଗଡ ପୋଲିସ ପହଞ୍ଚି ମୃତଦେହ ଜବତ  କରିଛି। ପୋଲିସ ଘଟଣାର   ତଦନ୍ତ କରୁଛି।