ପ୍ରମୁଖ ଖବର
  • ଇଣ୍ଡିଆନ୍‌ ଓଭରସିଜ୍‌ କଂଗ୍ରେସର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସାମ୍‌ ପିଟ୍ରୋଡା
  • ||
  • ଭୁବନେଶ୍ୱର : ଅନ୍‌ଲାଇନ୍‌ ଟ୍ରେଡିଂ ନାଁରେ ୬୧ ଲକ୍ଷ ଠକେଇ, ମାଷ୍ଟରମାଇଣ୍ଡ୍‌ ୪ ରାଜ୍ୟରେ ମୋଷ୍ଟ୍‌ ୱାଣ୍ଟେଡ୍
  • ||
  • ଭୁବନେଶ୍ୱର : ମେ ଚତୁର୍ଥ ସପ୍ତାହରେ ମାଟ୍ରିକ୍‌ ଫଳ ! ହ୍ୱାଟସ୍‌ଆପ୍‌ରେ ପରୀକ୍ଷାର୍ଥୀ ପାଇବେ ରେଜଲ୍ଟ
  • ||
  • ନୂଆଦିଲ୍ଲୀ : ସମୂହ ଛୁଟିରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ଶତାଧିକ କ୍ରିଉ ମେମ୍ଵର, ୭୦ରୁ ଅଧିକ ଉଡ଼ାଣ ବାତିଲ୍
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ସନ୍ଧ୍ୟା ୬ଟାରୁ ରାତି ୧୨ଟା ଦର୍ଶନ ମନା
  • ||
  • ଭୁବନେଶ୍ୱର : ଜନପଥରେ ମୋଦିଙ୍କ ରୋଡ୍‌ ସୋ', ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଏସ୍‌ପିଜି, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଭୁବନେଶ୍ଵର : ଆଜି ୭ ଜିଲ୍ଲାରେ ନିର୍ଧୁମ ବର୍ଷିବ, ୧୦ ଯାଏ ବିସ୍ତୀର୍ଣ୍ଣ ଅଞ୍ଚଳରେ ବର୍ଷା
  • ||
  • ଭୁବନେଶ୍ଵର : ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍, ରାସ୍ତା ପାରି ହେଉଥିବା ବେଳେ ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରକ୍
  • ||

କଞ୍ଜ୍ୟୁମର ଇଲେକ୍‌ଟ୍ରୋନିକ୍ସ ବର୍ଗରେ ପାଦ ରଖିବେ ମୁକେଶ ଅମ୍ବାନ

ନୂଆଦିଲ୍ଲୀ,୨୫/୦୪: ଘରୋଇ  କଞ୍ଜ୍ୟୁମର ଇଲେକ୍‌ଟ୍ରୋନିକ୍ସ ଏବଂ ହୋମ୍‌  ଆପ୍ଲାଏନ୍ସେସ୍‌ ବଜାରରେ ପାଦ ରଖିବ  ମୁକେଶ ଅମ୍ବାନିଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌  ଲିମିଟେଡ୍‌(ଆର୍‌ଆଇଏଲ୍‌) । ଏକ  ନୂଆ ମେଡ୍‌ ଇନ୍‌ ଇଣ୍ଡିଆ ବ୍ରାଣ୍ଡ୍‌  ‘ୱାଇଜର’ ମାଧ୍ୟମରେ କମ୍ପାନି  ଏହି ବର୍ଗରେ ଏଣ୍ଟ୍ରି ମାରିବାକୁ ଯାଉଥିବା ଏକ ସୂତ୍ରରୁ ଜଣାପଡ଼ିଛି । କମ୍ପାନି ଏଥିପାଇଁ ଘରୋଇ ଠିକା ନିର୍ମାତା ଡିକ୍ସନ ଟେକ୍ନୋଲୋଜିଜ୍‌  ଏବଂ ଓନିଡାର ମୂଳ କମ୍ପାନି ମିର୍କ ଇଲେକ୍‌ଟ୍ରୋନିକ୍ସ ସହ ଉତ୍ପାଦନ  ଚୁକ୍ତି ଚୂଡ଼ାନ୍ତ କରୁଥିବା ଦୁଇ ଜଣ  ଅଧିକାରୀ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.