PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା  

ଲକ୍ଷ୍ନୌ – ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ । ତାଙ୍କର ସ୍ୱାସ୍ଥ୍ୟ ହଠାତ୍ ବିଗିଡ଼ିବାର ଆସିଛି ଖବର । ମିଡ଼ିଆ ରିପୋର୍ଟ ଅନୁସାରେ , ତାଙ୍କୁ ମେଦାନ୍ତା ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି ।

ଶିବପାଳ ଯାଦବ ଓ ପ୍ରତୀକ ଯାଦବ ମେଦାନ୍ତାରେ ହିଁ ଉପସ୍ଥିତ ଅଛନ୍ତି । ଅଖିଳେଶ ଯାଦବ ଓ ଅପର୍ଣ୍ଣା ଯାଦବ ହଠାତ୍‌ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ।  କହି ରଖୁଛୁ କି ନିଜେ ଡା.ନରେଶ ତ୍ରେହନ ମୁୟାନ ସିଂହ ଯାଦବଙ୍କ ସ୍ୱାସ୍ଥ୍ଯର ଦେଖାଶୁଣା କରୁଛନ୍ତି ।

ପାଖାପାଖି ୮୨ ବର୍ଷିୟ ହୋଇ ସାରିଥିବା ମୁଲାୟମ ସିଂହ ଯାଦବଙ୍କର ସ୍ୱାସ୍ଥ୍ୟ ଲଗାତାର ଖରାପ ହେଉଥିଲା । ତାଙ୍କୁ ଜୁନରେ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା । ସେ ଏବେସୁଦ୍ଧା ହସ୍ପିଟାଲର ପ୍ରାଇଭେଟ୍ ୱାର୍ଡରେ ହିଁ ଭର୍ତ୍ତି ହୋଇଥିଲେ । ରବିବାର ଦ୍ୱିପ୍ରହରରେ ହଠାତ୍‌ ତାଙ୍କର ନିଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ତତ୍କାଳ ଆଇସିୟୁକୁ ଶିଫ୍ଟ କରାଯାଇଛି । ଯାଞ୍ଚରେ ଜଣାପଡ଼ିଛି ତାଙ୍କର ଅକ୍ସିଜେନ ଲେବଲ ଓ ବ୍ଲଡ ପ୍ରେସର କମ୍‌ ହୋଇ ଯାଇଥିଲା ।

ସମ୍ବନ୍ଧିତ ଖବର