ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଗୁଣି ଗାରେଡି ସନ୍ଦେହରେ ହତ୍ୟା, ଗୋଟିଏ ଜୁଇରେ ୨ ଜଣଙ୍କୁ ପୋଡିଦେଲେ

Published By : Rasmita Pradhan | December 9, 2024 11:42 AM

ବନ୍ଧୁଗାଁ, ୦୯/୧୨ : ଅନ୍ଧ ବିଶ୍ଵାସର କରୁଣ ପରିଣତି। ଗୁଣି ଗାରେଡି ସନ୍ଦେହରେ ହତ୍ୟା। ଗୁଣିଆ ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା। କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଯାରପା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। 

ସୂଚନାନୁଯାୟୀ, ଯାରପା ଗାଁର ଜଙ୍ଗମା ମିନିଆକା ନାମକ ଜଣେ ବ୍ୟକ୍ତି ଅସୁସ୍ଥ ହୋଇପଡିଥିଲେ। ତାଙ୍କର ହଠାତ୍ ମୃତ୍ୟୁ ହୋଇଥିଲା। ଜଙ୍ଗମାଙ୍କୁ ଗୁଣିଗାରେଡ଼ି କରି ହତ୍ୟା କରାଯାଇଥିବା ଗାଁ ଲୋକେ ସନ୍ଦେହ କରିଥିଲେ। ଗାଁର ଅନ୍ୟ ଜଣେ ବ୍ୟକ୍ତି ଶିବ ମିନିଆକା ଗୁଣି କରିଥିବା ପରିବାର ଲୋକେ ସନ୍ଦେହ କରିଥିଲେ। ଏହାପରେ ପ୍ରତିଶୋଧ ପରାୟଣ ହୋଇ ଶିବଙ୍କୁ ହତ୍ୟା କରି ଜଙ୍ଗମାଙ୍କ ଜୁଇରେ ପୋଡି ଦେଇଛନ୍ତି। ବର୍ତମାନ ସୁଦ୍ଧା ବନ୍ଧୁଗାଁ ଥାନାରେ ଅଭିଯୋଗ ହୋଇନାହିଁ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.