PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ଯୁବକଙ୍କୁ ହତ୍ୟା ପ୍ରତିବାଦରେ ରାସ୍ତାରୋକ, ଅଭିଯୁକ୍ତଙ୍କୁ ଗିରଫ ଦାବି

ନବରଙ୍ଗପୁର, ୦୧/୦୮ : ଯୁବକଙ୍କୁ ହତ୍ୟା ପ୍ରତିବାଦରେ ରାସ୍ତାରୋକ। କଳାହାଣ୍ଡି-କୋରାପୁଟ ରାସ୍ତା ମାଝୀଗୁଡ଼ାରେ ମୃତଦେହ ରଖି ଜାତୀୟ ରାଜପଥ ଅବରୋଧ କଲେ ପରିବାର ଓ ସ୍ଥାନୀୟ ଲୋକେ। ମୃତ ଯୁବକ ହେଲେ ଗାଦବାଗୁଡା ଅଞ୍ଚଳର ଶେଖ୍ ନିଜାମ୍ ।

ସୂଚନାନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତକାଲି କିଛି ଦୁର୍ବୃତ୍ତ ନିଜାମଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ବି ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ଫଳରେ ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାର ଓ ସ୍ଥାନୀୟ ଲୋକ ରାସ୍ତାରୋକ କରିଛନ୍ତି। ଏହାଦ୍ଵାରା ନବରଙ୍ଗପୁରରୁ କଳାହାଣ୍ଡି ଓ ନବରଙ୍ଗପୁରରୁ ଉମରକୋଟ ଯାତାୟତ ପ୍ରଭାବିତ ହୋଇଛି।

ସମ୍ବନ୍ଧିତ ଖବର