PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ବିଜେଡିରେ ଯୋଗଦେଲେ ପୂର୍ବତ୍ତନ ପୂର୍ତ୍ତ ସଚିବ ନଳିନୀକାନ୍ତ ପ୍ରଧାନ

source:odishasuntimes.com

ଭୁବନେଶ୍ୱର ୮/୩:  ବିଜେଡିରେ ଯୋଗଦେଲେ ପୂର୍ବତ୍ତନ ପୂର୍ତ୍ତ ସଚିବ ନଳିନୀକାନ୍ତ ପ୍ରଧାନ । ଆଜି(ଶୁକ୍ରବାର) ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି । ଫେବୃଆରୀ ୨୮ ତାରିଖରେ ବ୍ଯକ୍ତିଗତ କାରଣରୁ ନିଜ ପଦବୀରୁ ଇସ୍ତଫା ଦେଇଥିଲେ ନଳିନୀକାନ୍ତ । ତେବେ ପୂର୍ବତ୍ତନ ଏସସିଏସଟି ନିର୍ଦ୍ଦେଶକ ରମେଶ ଚନ୍ଦ୍ର ସାଏ ବି ବିଜେଡିରେ ମିଶିଲେ ।

ସମ୍ବନ୍ଧିତ ଖବର