ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ନନ୍ଦନକାନନ ଏକ୍ସପ୍ରେସକୁ ୨ ରାଉଣ୍ଡ ଗୁଳିମାଡ଼ କଲେ ଦୁର୍ବୃତ୍ତ, ଜିଆର୍‌ପି ପୋଲିସର ତନାଘନା

Published By : Prameya | November 5, 2024 2:55 PM

ଭଦ୍ରକ ୦୫/୧୧: ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼। ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଫେରୁଥିବା ବେଳେ ଭଦ୍ରକ ଓ ବାଉଦପୁର ସେକ୍ସନ୍ ମଝିରେ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଚରମ୍ପା ଷ୍ଟେସନ୍ ୧୧୯ ନମ୍ୱର୍ ଗେଟ ନିକଟରେ ଗୁଳିମାଡ ଘଟିଛି। ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ରେ ଗାର୍ଡ ବଗିର ଝରକା କାଚ ଭାଙ୍ଗିି ଥିବା ଗାର୍ଡ ଅଭିଯୋଗ କରିଛନ୍ତି। ତେବେ କିଏ ଓ କାହିଁକି ଏହି ଗୁଳିମାଡ଼  କଲା କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳ ଭଦ୍ରକ ଜିଆର୍‌ପି ପୋଲିସ ପହଞ୍ଚି ତନାଘନା ଚଳାଇଥିବା ସୂଚନା ମିଳିଛି।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.