ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

୬ରୁ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନ ପବ୍ଲିକ୍‌ ପରୀକ୍ଷା

ଭୁବନେଶ୍ୱର, ୩।୪: ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନର ପବ୍ଲିକ୍‌ ପରୀକ୍ଷା (ଥିଓରୀ) ଏପ୍ରିଲ୍‌ ୬ତାରିଖରୁ ମେ ୨୨ ତାରିଖ ମଧ୍ୟରେ ହେବ । ଏନେଇ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନ ଭୁବନେଶ୍ୱର ଆଞ୍ଚଳିକ ଶାଖା ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନରେ ମାଧ୍ୟମିକ (ଦଶମ) ଏବଂ ଉଚ୍ଚ ମାଧ୍ୟମିକ (ଯୁକ୍ତ ୨) କୋର୍ସରେ ପଢ଼ୁଥିବା ପିଲାଙ୍କ ୬ ତାରିଖରୁ ପବ୍ଲିକ୍‌ ପରୀକ୍ଷା ହେବ । ଅପରାହ୍ନ ସାଢ଼େ ୨ଟାରୁ ପରୀକ୍ଷା ଆରମ୍ଭ ହେବ । ମଙ୍ଗଳବାର ପରୀକ୍ଷାର୍ଥୀଙ୍କ ଆଡମିଟ୍‌ କାର୍ଡ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନର ୱେବ୍‌ସାଇଟ୍‌ ଷଗ୍ଧଗ୍ଧଗ୍ଦ:// କ୍ସମଭଷଙ୍କଭବଦ୍ଭରଗ୍ଦଙ୍ଗବକ୍ସ.ଙ୍ଗଙ୍ଗଙ୍ଗ. ଦ୍ଭସକ୍ଟଗ୍ଦ.ବମ.ସଦ୍ଭରୁ ନିଜର ଆଡମିଟ୍‌ କାର୍ଡ ଡାଉନଲୋଡ୍‌ କରିପାରିବେ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.