ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ବିରୋଧକୁ ନିଶାନା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଛ ପ୍ରଚାର କରୁଛନ୍ତି ବିରୋଧୀ

ଭବାନୀପାଟଣା, ୬।୫: ଭବାନୀପାଟଣା ଶ୍ରୀକ୍ରୀଷ୍ଣାନଗର ପଡ଼ିଆରେ ନବୀନଙ୍କ ରଣ ହୁଙ୍କାର । ବିରୋଧକୁ କଲେ ନିଶାନା । କହିଲେ ମିଛ ପ୍ରଚାର କରୁଛନ୍ତି ବିରୋଧୀ । ଖାଲି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । କଳାହାଣ୍ଡିବାସୀଙ୍କୁ ଜୁହାର ଜଣାଇବା ସହ କାର୍ଯ୍ୟକ୍ରମରେ ଏତେ ମାତ୍ରାରେ ଜନସାଧାରଣ ଯୋଗ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । 

ଆସନ୍ତା ୧୩ରେ କଳାହାଣ୍ଡିରେ ସାଧାରଣ ନିର୍ବାଚନ । ଜୁନ୍ ୯ରେ ଦିନ ସାଢ଼େ ୧୧ଟାରୁ ୧ ଭିତରେ ଷଷ୍ଠ ଥର ପାଇଁ ଶପଥ ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡିବାସୀଙ୍କ ଆଶିର୍ବାଦ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସୋମବାର  ନୂଆପଡ଼ା ଜିଲ୍ଲାର ଖଡିଆଳକୁ ମଧ୍ୟ ନିର୍ବାଚନୀ ପ୍ରଚାରରେ ଆସୁଥିବା ସୂଚନା ମିଳିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.