ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ନବୀନଙ୍କ ପ୍ରଚାର, ଲକ୍ଷ ଲକ୍ଷ ଲୋକଙ୍କ ଜନ ସମାଗମ

କଣ୍ଟାବାଞ୍ଜି, ୧୨।୫: କଣ୍ଟାବାଞ୍ଜିରେ ନବୀନଙ୍କ କ୍ୟାମ୍ପେନ୍ । କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ନବୀନଙ୍କ ପ୍ରଚାର । ସିନ୍ଧିକେଲାରେ ନବୀନଙ୍କ ଭୋଟ୍ ଅପିଲ୍ । ବିଜେଡି ପ୍ରାର୍ଥୀଙ୍କ ପାଇଁ କରୁଛନ୍ତି ପ୍ରଚାର । କଣ୍ଟାବାଞ୍ଜିରେ ଲକ୍ଷ ଲକ୍ଷ ଲୋକଙ୍କ ଜନ ସମାଗମ ଦେଖିବାକୁ ମିଳିଛି । ଜୁଲାଇରୁ ମାଗଣା ବିଜୁଳି ବିଲ୍ ଆସିବ ବୋଲି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରେ ୯୦ ପ୍ରତିଶତ ପରିବାର ବିନା ଟଙ୍କାରେ ବିଜୁଳି ପାଇବେ । 

ପ୍ରଚାର ବେଳେ ବିଜେପିକୁ ଚାର୍ଗେଟ୍ କଲେ ନବୀନ । ବିରୋଧୀ ଦଳମାନେ ମିଛ କଥା କହୁଛନ୍ତି । ଭାରତୀୟ ଜନତା ପାର୍ଟି(ବିଜେପି) ନେତାମାନେ କୁମ୍ଭାର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ନବୀନ । ଲୋକଙ୍କ ଆଶିର୍ବାଦ ଭିକ୍ଷା କରିବା ସହ । ଶଙ୍ଖ ଚିହ୍ନକୁ ଭୋଟ୍ ଦେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ।   

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.