ପ୍ରମୂଖ ଖବର
  • କଇଁଛ ଚୋରା ଚାଲାଣ ବେଳେ ଚାରି ଜଣକୁ ଧରିଲା ଝରିଗାଁ ବନ ବିଭାଗ।
  • ||
  • ଚିଲିକାରେ ପୁଣି ଫସିଲା ଡଙ୍ଗା, ୧୦ ବାଇକ୍ ସହ ୨୦ରୁ ଅଧିକ ଯାତ୍ରୀ ଥିବା ସୂଚନା
  • ||
  • ରାମମନ୍ଦିରକୁ ବୋମାରେ ଉଡ଼ାଇଦେବାକୁ ଜୈସ୍‌-ଇ-ମହମ୍ମଦ ଧମକ, ଅଯୋଧ୍ୟାରେ ହାଇଆଲର୍ଟ
  • ||
  • କୁଏତରୁ ଓଡ଼ିଶା ଫେରିଲା ୨ଯୁବକଙ୍କ ମୃତଦେହ, ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ବସ୍, ୪ ଆହତ
  • ||
  • ନିଧି ଫାଇନାନ୍ସ ଠକେଇ ମାମଲା: ତୁଷାର ଭଞ୍ଜଙ୍କ ସରିଲା ରିମାଣ୍ଡ, ଇଓଡବ୍ଲ୍ୟୁ ନିରାଶ
  • ||
  • ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ: ପିଠା ପଣାରେ ମହକୁଛି ଗାଁଠୁ ସହର, ସବୁଠି ଉତ୍ସବ ମୁଖର
  • ||
  • ଓଡ଼ିଶାରେ ଆଗେଇବ ମୌସୁମୀ: ୧୭ରୁ ପ୍ରବଳ ବର୍ଷା ଆଶଙ୍କା, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ, ରାଜ୍ୟପାଳଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର

ଭୁବନେଶ୍ଵର, ୦୫/୦୬ : ରାଜ୍ୟରେ ବିଜେଡିର ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ରାଜ୍ୟପାଳଙ୍କୁ ଭେଟି ସେ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏହିଠାରେ ଓଡ଼ିଶାରେ ନବୀନ ଯୁଗର ଅବସାନ ଘଟିଛି। ୨୪ ବର୍ଷ ପରେ ତାଙ୍କ ହାତରୁ ଶାସନର ଭାର ଖସିଛି। ଗୋଟିଏ ଝଟ୍‌କାରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବାର ସ୍ଵପ୍ନ ଧୂଳିସାତ୍ ହୋଇଛି। ମୁଖ୍ୟମନ୍ତ୍ରୀରୁ ନବୀନ ଏବେ କେବଳ ଜଣେ ବିଧାୟକ। ଜୀବନରେ ପ୍ରଥମ ଥର ପାଇଁ ବିରୋଧୀ ଆସନରେ ବସିବେ ନବୀନ। 

୨୦୨୪ ନିର୍ବାଚନରେ ନବୀନଙ୍କ ଗଡ଼ ଭାଙ୍ଗି ଯାଇଛି। ବିଜେଡିକୁ ମାତ୍ର ୫୧ ଆସନ ମିଳିଛି। ଏପରିକି ମୁଖ୍ୟମନ୍ତ୍ରୀ ଖୋଦ୍ କଣ୍ଟାବାଞ୍ଝି ଆସନରୁ ୧୬ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ ହୋଇଛନ୍ତି। ସେପଟେ ଲୋକସଭାରେ ଗୋଟିଏ ବି ସିଟ୍ ହାତେଇ ପାରିନାହାଁନ୍ତି ବିଜେଡିର ହେଭିୱେଟ୍।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.