ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ, ରାଜ୍ୟପାଳଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର

ଭୁବନେଶ୍ଵର, ୦୫/୦୬ : ରାଜ୍ୟରେ ବିଜେଡିର ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ରାଜ୍ୟପାଳଙ୍କୁ ଭେଟି ସେ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏହିଠାରେ ଓଡ଼ିଶାରେ ନବୀନ ଯୁଗର ଅବସାନ ଘଟିଛି। ୨୪ ବର୍ଷ ପରେ ତାଙ୍କ ହାତରୁ ଶାସନର ଭାର ଖସିଛି। ଗୋଟିଏ ଝଟ୍‌କାରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବାର ସ୍ଵପ୍ନ ଧୂଳିସାତ୍ ହୋଇଛି। ମୁଖ୍ୟମନ୍ତ୍ରୀରୁ ନବୀନ ଏବେ କେବଳ ଜଣେ ବିଧାୟକ। ଜୀବନରେ ପ୍ରଥମ ଥର ପାଇଁ ବିରୋଧୀ ଆସନରେ ବସିବେ ନବୀନ। 

୨୦୨୪ ନିର୍ବାଚନରେ ନବୀନଙ୍କ ଗଡ଼ ଭାଙ୍ଗି ଯାଇଛି। ବିଜେଡିକୁ ମାତ୍ର ୫୧ ଆସନ ମିଳିଛି। ଏପରିକି ମୁଖ୍ୟମନ୍ତ୍ରୀ ଖୋଦ୍ କଣ୍ଟାବାଞ୍ଝି ଆସନରୁ ୧୬ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ ହୋଇଛନ୍ତି। ସେପଟେ ଲୋକସଭାରେ ଗୋଟିଏ ବି ସିଟ୍ ହାତେଇ ପାରିନାହାଁନ୍ତି ବିଜେଡିର ହେଭିୱେଟ୍।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.