ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ' ପାଇଁ ଟ୍ରାଫିକ୍‌ କଟକଣା, ଅପରାହ୍ଣ ସାଢ଼େ ୪ଟାରୁ ଏହି ସବୁ ରୁଟ୍‌ରେ ବନ୍ଦ ରହିବ ଗାଡ଼ି ଚଳାଚଳ

Published By : Prameya | May 16, 2024 10:38 AM

ଭୁବନେଶ୍ୱର,୧୬/୦୫: ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ ପାଇଁ ଟ୍ରାଫିକ୍‌ କଟକଣା ଜାରି କରିଛି କମିଶନରେଟ୍‌ ପୁଲିସ୍‌ । ସେଥିପାଇଁ କିଛି ମୁଖ୍ୟ ରାସ୍ତା ଓ ଗଳି ରାସ୍ତାକୁ ବନ୍ଦ କରାଯାଇଛି । ଜନସାଧାରଣଙ୍କ ଗମନାଗମନକୁ ଦୃଷ୍ଟିରେ ରଖି ଓଡ଼ିଶା ପୁଲିସ୍‌ ଅର୍ବାନ ଆକ୍ଟ ଏବଂ କମିଶନରେଟ୍‌ ପୁଲିସ୍‌ ପବ୍ଲିକ୍‌ ଅର୍ଡର ୨୦୦୮ ଅନୁସାରେ ଟ୍ରାଫିକ୍‌ ନିର୍ଦ୍ଦେଶନାମା ଲାଗୁ କରାଯାଇଛି ।

ଗୁରୁବାର ଅପରାହ୍ଣ ସାଢ଼େ ୪ଟାରୁ ରୋଡ୍‌ ସୋ ସରିବା ପର୍ଯ୍ୟନ୍ତ ୟୁନିଟ୍‌-୬ ସ୍ଥିତ ଗଙ୍ଗନଗର ଛକଠାରୁ ଏଲ୍‌ଆଇସି ଅଫିସ୍‌ ଛକ, ଗୋପବନ୍ଧୁ ଛକ, ଓୟୁଏଟି ଗେଷ୍ଟ ହାଉସ ଛକ, ୟୁନିଟ୍‌-୮ ଡିଏଭି ସ୍କୁଲ୍‌ ଛକ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ଛକ, ବାଲୁଙ୍କେଶ୍ୱର ମନ୍ଦିର ଛକ, ମମତାଜ ଅଲ୍ଳୀ ସ୍କୁଲ୍‌ ରାସ୍ତା, ଶ୍ରୀକୃଷ୍ଣ କ୍ଲବ ରାସ୍ତା, ନିକୋ ପାର୍କ ଛକ, ବାୟାବାବା ମଠ ରୂପାଲୀ ଛକ, ରାମ ମନ୍ଦିର ଛକ, ଶ୍ରୀୟା ଛକ, ମାଷ୍ଟର କ୍ୟାଣ୍ଟିନ୍‌ ଛକ ଶିଶୁଭବନ ରାସ୍ତାରେ କୌଣସି ପ୍ରକାର ଯାନବାହାନ ଯିବା ଆସିବା କରିପାରିବ ନାହିଁ । ଉକ୍ତ ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବା ସମସ୍ତ ଗଳି ରାସ୍ତାରୁ ମଧ୍ୟ କୌଣସି ପ୍ରକାର ଯାନବାହାନ ଯିବା ଆସିବା କରିବ ନାହିଁ । ନିୟମ ଭଙ୍ଗକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁଲିସ ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.