ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମୋ’ ସ୍ବାସ୍ଥ୍ୟବସ୍ଥାକୁ ନେଇ ମିଥ୍ୟା ପ୍ରଚାର କରାଯାଉଛି, ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି : ନବୀନ

ଭୁବନେଶ୍ବର,୨୯।୫ :  ମୋ’ ସ୍ବାସ୍ଥ୍ୟବସ୍ଥାକୁ ନେଇ ମିଥ୍ୟା ପ୍ରଚାର କରାଯାଉଛି। ମୋ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ଠିକ ଅଛି । ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ନିଜର ସ୍ବାସ୍ଥ୍ୟବସ୍ଥାକୁ ନେଇ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।   ନବୀନ ନିବାସରେ ଗଣମାଧ୍ୟମକୁ ସମ୍ବୋଧନ  କରି ବିରୋଧୀଙ୍କୁ କଡା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

ବିରୋଧୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସମ୍ବୋଧନ କରି ଏହାର କଡା  ଜବାବ ଦେଇଛନ୍ତି। ବିରୋଧୀ ମୋ ସ୍ବାସ୍ଥ୍ୟକୁ ନେଇ ଅପ୍ରପଚାର  କରୁଛନ୍ତି। ମୋ ସ୍ବାସ୍ଥ୍ୟକୁ ନେଇ ୧୦ ବର୍ଷ ହେଲା ଗୁଜବ ପ୍ରଚାର କରାଯାଉଛି।  ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ପ୍ରବଳ ଖରାରେ ବି ମୁଁ ନିର୍ବାଚନ ପ୍ରଚାର କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।    

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.