ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ଘାଟି ରାସ୍ତାରେ ଖସିଲା ମାଟି ଅତଡ଼ା, ଯାତାୟାତ ଠପ୍

ନାରାୟଣପାଟଣା ୨୪/୦୯ : ମଝି ରାସ୍ତାରେ ଖସିଲା ମାଟି ଅତଡ଼ା । ଘାଟି ରାସ୍ତାରେ ଯାତାୟାତ ଠପ୍ । କୋରାପୁଟ ଜିଲ୍ଲା ନାରାୟଣପାଟଣା ବିଜାଘାଟି ଡେଙ୍ଗାନାଗୁଡ଼ା ନିକଟରେ ଖସିଛି ଏହି ମାଟି ଅତଡ଼ା । 

ସୂଚନା ଅନୁଯାୟୀ, ସୋମବାର ରାତିଠାରୁ ବିଜାଘାଟି ଡେଙ୍ଗାନା ଗୁଡ଼ା ନିକଟରେ ହଠାତ୍ ଖସିଥିଲା ମାଟି ଅତଡ଼ା । ଯାହାଫଳରେ ଏହି ରାସ୍ତାରେ ପୁରା ଯାତାୟତ ଠପ୍ ରହିଛି । ନାରାୟଣପାଟଣାରୁ ଦାମନଯୋଡିକୁ ଏହି ରାସ୍ତା ସଂଯୋଗ କରୁଛି । ତେଣୁ ମାଟି ଅତଡ଼ା ଖସି ରାସ୍ତା ସଂକୀର୍ଣ୍ଣ ହୋଇଯାଇଛି । ଯାହାଫଳରେ ଏହି ଘାଟି ରାସ୍ତାରେ ଦୁଇ ଚକିଆ ଯାନ ଯିବାଆସିବା କରିପାରୁଛି । ବାକି ଚାରିଚକିଆ ଯାନର ଯିବାଆସିବାରେ କଷ୍ଟ ହେଉଛି । ଏପିରିକି ସମସ୍ତ ଚାରିଚକିଆ ଗାଡି ଅଧାରାସ୍ତାରେ ଅଟକି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.