ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ସାମାନ୍ୟ ବଚସାରୁ ହତ୍ୟା: ମାମୁଁକୁ ପଥରରେ ଛେଚି ଛେଚି ମାରିଲା ନୃଶଂସ ଭଣଜା

ବଣାଇ ୦୨/୦୫: ମାମୁଁକୁ ପଥରରେ ଛେଚି ହତ୍ୟା କଲା ନୃଶଂସ ଭଣଜା। ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ କଲା ହତ୍ୟା କାରି ଭଣଜା। ଏଭଳି ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଗୌଡୁଣିପୋଷ ଗ୍ରାମର ପତଳା ସାହିରେ ଘଟିଛି।

ସୂଚନା ମୁତାବିକ, ଲହୁଣୀପଡ଼ା ଥାନା କେନାପାଲି ଗାଁର ସୁବନ କଂଶରିଆ ଗୌଡୁଣିପୋଷ ଗାଁରେ ଥିବା ଭଣଜା ଠୁରୁ ଧୀବର ଘରକୁ ବୁଲିବାକୁ ଯାଇଥିଲେ । କୌଣସି ଘଟଣାକୁ ନେଇ ମାମୁଁ ଓ ଭଣଜାଙ୍କ ମଧ୍ୟରେ ବଚସା ହୋଇଥିଲା । ଶେଷରେ ଏହି ସାମାନ୍ୟ ବଚସାକୁ ନେଇ ଘଟିଲା ହତ୍ୟାକାଣ୍ଡ । ମାମୁଁକୁ ପଥରରେ ଛେଚି ଛେଚି ହତ୍ୟା କରିଦେଲା ଭଣଜା । ହତ୍ୟା କରିବା ପରେ ପୋଲିସ ପାଖରେ ଆତ୍ମସମର୍ପଣ କରିଛି ହତ୍ୟାକାରୀ ଭଣଜା।  କେ ବଲାଙ୍ଗ ଥାନାରେ ଆତ୍ମସମର୍ପଣ କରିଥିବା ବେଳେ ପୋଲିସ ତାକୁ ଅଟକ ରଖି ପଚରାଉଚରା ଜାରି ରଖିଛି ।

Also Read :-

ସାପ କାମୁଡ଼ାରେ ଆଖିବୁଜିଲା ୯ ବର୍ଷର ଶିଶୁପୁତ୍ର


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.