ପ୍ରମୂଖ ଖବର
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ଦାୟିତ୍ୱ ନେଲେ ଦାରିଙ୍ଗବାଡି ନୂତନ ତହସିଲଦାର

Published By : Suraj Kumar | June 2, 2025 7:53 PM

ଦାରିଙ୍ଗବାଡି,୨/୬(ଆପ୍ର): ଦାରିଙ୍ଗବାଡି ତହସିଲଦାର ଶରତ ଶବର ଙ୍କ ଗଜପତି ଜିଲ୍ଲା ଗୁମ୍ମା ତହସିଲକୁ ବଦଳି ହୋଇଛି। ବାଲିଗୁଡା ଉପ ଜିଲ୍ଲାପାଳ କାର୍ଯ୍ୟାଳୟର ଡେପୁଟି କଲେକ୍ଟର ଧିରଜ କୁମାର ପାତ୍ରଙ୍କ ଦାରିଙ୍ଗବାଡି ତହସିଲଦାର ଭାବେ ବଦଳି ହୋଇଛି । ଧିରଜ କୁମାର ପାତ୍ର ସୋମବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।  ଶ୍ରୀ ପାତ୍ର ଦାଇତ୍ୱ ନେବା ପରେ ଲୋକଙ୍କୁ ସଠିକ୍ ସମୟରେ ରାଜସ୍ବ ସେବା ଯୋଗାଇ ଦେବା ସହ ଭୂମହୀନ ପରିବାରଙ୍କୁ ବସୁନ୍ଧରା ଯୋଜନାରେ ଘରବାରୀ ପଟ୍ଟା ଯୋଗାଇ ଦେବାକୁ ଗୁରୁତ୍ଵ ଦେବେ ବୋଲି କହିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.