PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ମୁକାବିଲା: ପ୍ରଥମ ଓଭରରେ ଓ୍ଵିକେଟ ହରାଇଲା ଶ୍ରୀଲଙ୍କା

କାର୍ଡିଫର ୧।୬: କାର୍ଡିଫର ସୋଫିଆ ଗାଡେନ୍ସଠାରେ ବିଶ୍ୱକପ ୨୦୧୯ର ୩ୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳ ଶ୍ରୀଲଙ୍କାକୁ ଭେଟୁଛି । ନ୍ୟୁଜିଲାଣ୍ଡର ଅଧିନାୟକ କେନ ଓ୍ଵିଲିୟମ୍ସ ଟସ ଜିଣି ଶ୍ରୀଲଙ୍କାକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ । ତେବେ ଶ୍ରୀଲଙ୍କା ଦଳ ନିଜର ଇନିଂସ ଆରମ୍ଭରୁ ହିଁ ଓପନର ଲାହିରୁ ଥିରିମାନେଙ୍କ ଓ୍ଵିକେଟ ହରାଇଛି । ସେ ମ୍ୟାଟ ହେନରୀଙ୍କ ବଲରେ ଏଲବିଡବ୍ଲୁ ହୋଇଥିଲେ ।

ଏବେ କ୍ରିଜରେ ଦିମୁଥ କରୁଣାରତ୍ନେ ଓ କୁସଲ ପରେରା ଅଛନ୍ତି । ସର୍ବଶେଷ ଖବର ମିଳିବା ପର୍ଯ୍ୟନ୍ତ ଶ୍ରୀଲଙ୍କା ୩ ଓଭରରେ ୧ ଓ୍ଵିକେଟ ହରାଇ ରନ ସଂଗ୍ରହ କରିଛି । ଆଜିର ୨ୟ ମ୍ୟାଚ ଆଫଗାନିସ୍ତାନ ଦଳ ଅଷ୍ଟ୍ରେଲିଆକୁ ଭେଟିବ । ଏହି ମ୍ୟାଚ ଭାରତୀୟ ସମୟ ସଂଧ୍ୟା ୬ଟା ସମୟରେ ବ୍ରିଷ୍ଟଲଠାରେ ଖେଳାଯିବ । ଗତ କାଲି  ଓ୍ବେଷ୍ଟଇଣ୍ଡିଜ ଦଳ ପାକିସ୍ତାନକୁ ଶୋଚନୀୟ ଭାବେ ୭ ଓ୍ଵିକେଟରେ ପରାସ୍ତ କରିଥିଲା । ପାକିସ୍ତାନ ଦଳ ମାତ୍ର ୧୦୪ ରନ କରି ଅଲଆଉଟ ହୋଇଯାଇଥିବାବେଳେ ଇଣ୍ଡିଜ ଦଳ ତାହାକୁ ୧୪ ତମ ଓଭରରେ ୩ ଓ୍ଵିକେଟ ହରାଇ ହାସଲ କରିନେଇଥିଲା ।