ପ୍ରମୂଖ ଖବର
  • ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ, ସମ୍ବଲପୁର ଅଧିଷ୍ଠାତ୍ରୀ ମା ସମଲେଶ୍ବରୀଙ୍କୁ ଲାଗି ହେଲା ନବାନ୍ନ
  • ||
  • ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ପ୍ରତି ଦଳରେ ୭ ଜଣ ସାମିଲ ହେବେ
  • ||
  • କନ୍ଧମାଳ: ଦୋକାନ ଭିତରକୁ ମାଡ଼ିଗଲା କାର୍‌; ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  • ||
  • ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ
  • ||
  • LOC ନିକଟ ଗୁରେଜ ସେକ୍ଟରରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ
  • ||
  • ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ଗାଁ ଖୁଇଲ୍‌ ଗହଗହ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୩୦ ଯାଏ ବିକ୍ଷିପ୍ତ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଆଲର୍ଟ
  • ||

ଲଗାଣ ବର୍ଷାରେ ଭାଙ୍ଗିଲା ନବ ନିର୍ମିତ ଆପ୍ରୋଚ୍ ରୋଡ୍, ୪ ଖଣ୍ଡ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

Published By : Rasmita Pradhan | August 28, 2025 9:34 AM

ବୈପାରୀଗୁଡା, ୨୮/୦୮ : ଲଗାଣ ବର୍ଷାରେ କୋରାପୁଟ ଜିଲ୍ଲା ବେହାଲ୍। ଭାଙ୍ଗିଲା ନବ ନିର୍ମିତ ଆପ୍ରୋଚ୍ ରୋଡ୍। ୪ ଖଣ୍ଡ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ। ବୈପାରୀଗୁଡ଼ାର ବରୁଆବାଡ଼ି ଓ ଗରୁ୍ଡୁଗୁଡା ମଝିରେ ଥିବା ଆପ୍ରୋଚ୍‌ ରୋଡ୍‌ ଧୋଇ ହୋଇଯାଇଛି। ଫଳରେ ଦଶମନ୍ତପୁର ପଞ୍ଚାୟର ଚାରି ଖଣ୍ଡ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। 

କୋରାପୁଟ ବିଧାୟକ ରଘୁରାମ ମାଛ ଏନେଇ ଖବର ପାଇବା ପରେ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଲୋକଙ୍କ ସମସ୍ୟା ବିଷୟରେ ଆଲୋଚନା କରିଛନ୍ତି । ନିମ୍ନ ମାନର କାମ ଲାଗି ଏଭଳି ପରିସ୍ଥିତି ଉପୁଜିଛି, ଏଣୁ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ବିଧାୟକ ରଘୁରାମ ମାଛ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.