ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରତ୍ନଭଣ୍ଡାର ଚାବି ହଜିବା ଘଟଣା ; ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତି ଶୁଣାଣି

Published By : Gurupada Nath | March 19, 2025 5:57 PM

କଟକ,୧୯/୩ : ରତ୍ନଭଣ୍ଡାର ଚାବି ହଜିବା ସମ୍ପର୍କରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ ହେବ କି ନାହିଁ, ସେ ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗି ରହିଛି । କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ନେଇ ଦାୟର ହୋଇଥିବା ଜନ ସ୍ୱାର୍ଥ ମାମଲାର ଶୁଣାଣିବେଳେ ଆଜି ଏ କଥା ପୁଣି ଥରେ ସାମ୍ନାକୁ ଆସିଛି । 

ଯେ ହେତୁ ଏହି ଗୋଟିଏ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଦୁଇଟି ପୃଥକ ସତ୍ୟପାଠ ଦାଖଲ ହୋଇଛି ତାକୁ ନେଇ ଦ୍ଵନ୍ଦ ଉପୁଜିଛି। ଗତ ୨୯.୧.୨୪ରେ ଦାଖଲ ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ୨୦୨୪ ଏପ୍ରିଲ ୫ ତାରିଖରେ ଦାଖଲ ହୋଇଥିବା ୨ ୟ  ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ରାଜି ଅଛନ୍ତି ବୋଲି ଦର୍ଶାଯାଇଛି । ତେଣୁ ଆଜି ଉଭୟ ସତ୍ୟପାଠ ଉପରେ ହାଇକୋର୍ଟ ସ୍ପଷ୍ଟୀକରଣ ଲୋଡିଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଆଜି ଦିନ ଧାର୍ଯ୍ୟ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.