ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ନୀଳଗିରିି ଈଶ୍ୱରପୁରରେ ଅଘଟଣ: ଭୋଟ ଦେବା ବେଳେ ବୁଥ୍‌ରେ ଟଳିପଡିଲେ ବୃଦ୍ଧ

ନୀଳଗିରି ୦୧/୦୬: ଓଡିଶାରେ ଶେଷ ପର୍ଯ୍ୟାୟ ଭୋଟ ବେଳେ ଆସିଲା ଦୁଃଖଦ ଖବର। ନୀଳଗିରିି ଈଶ୍ୱରପୁର ୧୫୯ ନମ୍ବର ଭୋଟରେ ଅଘଟଣ। ଭୋଟ ଦେବାକୁ ଆସିବା ବୃଦ୍ଧ ବୁଥ୍ ନିକଟରେ ଅଚେତ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନେଇ ଡାକ୍ତର ଘୋଷଣା କରିଥିଲେ। ମୃତକ ହେଲେ ଈଶ୍ୱରପୁର ଅଞ୍ଚଳର ୬୮ ବର୍ଷୀୟ ସୁରେନ୍ଦ୍ର ମହାନ୍ତି। ମୃତ୍ୟୁ ପରେ ଅଞ୍ଚଳରେ ଶୋକଛାୟା ଖେଳିଯାଇଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.