ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୩ ଆହତ

Published By : Prameya | November 1, 2024 11:33 AM

ଉଦଳା ୦୧/୧୧: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ଯାତ୍ରୀବାହୀ ବସ୍‌ ନୀଳମାଧବ। ଉଦଳାରୁ ଠାକୁରମୁଣ୍ଡା ଯାଉଥିବା ବେଳେ ଜଡ଼ିଦା ଛକରେ ଦୁର୍ଘଟଣା ଘଟିଛି। ଅଳ୍ପକେ ବର୍ତ୍ତିଗଲେ ୨୫ରୁ ଅଧିକ ଯାତ୍ରୀ। ୩ ଜଣ ଯାତ୍ରୀ ସାମନ୍ୟ ଆହତ ହୋଇଛନ୍ତି।

ସୂଚନା ଅନୁଯାଇ, ନୀଳମାଧବ ନାମ ଏକ ଯାତ୍ରୀବାହୀ ବସ୍  ୨୫ରୁ ଅଧିକ ଯାତ୍ରୀ ନେଇ ଗନ୍ତବ୍ୟ ସ୍ଥଳକୁ ଯାଉଥିଲା ବସ। ହଠାତ୍ ମଝି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵକୁ ଢଳିପଡିବା ବେଳେ ଏକ ଗଛ ଉପରେ ବସଟି ଆଉଜି ହୋଇପଡିଥିଲା। ବସଟିକୁ ଓଲଟାଇବାରୁ ବଞ୍ଚାଇଥିଲା ଗଛ। ଯାହା ଫଳରେ ବସ ଭିତରେ ଥିବା ୨୫ ରୁ ଉର୍ଦ୍ଧ ଯାତ୍ରୀ ଅଳ୍ପକେ ବଡ଼ ଦୁର୍ଘଟଣାରୁ ବଞ୍ଚି ଯାଇଛନ୍ତି। ତେବେ ୩ଜଣ ସାମାନ୍ୟ  ଆହତ ହୋଇଛନ୍ତି।  ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.