ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ, ଶୂନ୍ୟକାଳରେ ଉଠିବ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ

ଭୁବନେଶ୍ଵର, ୩୦/୦୮ : ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ। ଆଜିବି କମ୍ପିବ ବିଧାନସଭା। ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡ଼ା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନକାଳ ରହିଛି।

ବିଧାନସଭାରେ ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିବ। ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ମୁହାମୁହିଁ ହୋଇପାରନ୍ତି। ଅପରାହ୍ନରେ ଶିଳ୍ପ, ଏମଏସଏମଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.