ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜାତୀୟ ଶିକ୍ଷା ନୀତିରେ ଜିଲ୍ଲାସ୍ତରୀୟ ନିପୁଣ ଓଡିଶା ମିଶନ-୨୦୨୪ ଲୋକାର୍ପିତ

Published By : Suraj Kumar | October 17, 2024 7:08 PM

ମାଲକାନଗିରି, ୧୭/୧୦ (ଆପ୍ର ) ;  ସମଗ୍ର ଶିକ୍ଷା ମାଲକାନଗିରି ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ନିପୁଣ ଓଡିଶା ମିଶନ-୨୦୨୪  ର ଶୁଭ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟତିଥି ଭାବେ ଯୋଗ ଦେଇ ଉପସ୍ଥିତ ଏହି ମିଶନର ଲୋଗୋ, ପୋଷ୍ଟର, ଲିଫଲେଟ ଓ ସଙ୍ଗୀତ ଉନ୍ମୋଚନ କରିଛନ୍ତି।

 ଏହି ଅବସରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଚିତ୍ରକୋଣ୍ଡା ଡ଼ାଇଟ୍ ପ୍ରିନ୍ସିପାଲ, ମମତା କୁମାରୀ ଝଡିଆ,   ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ଚିତ୍ରକୋଣ୍ଡା ଓ ମାଲକାନଗିରି ବିଧାୟକ ପ୍ରତିନିଧି ଉପସ୍ଥିତ ଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଜାତୀୟ ଶିକ୍ଷା ନୀତି ଅଧୀନରେ ଆରମ୍ଭ ହୋଇଥିବା ନିପୁଣ ଓଡିଶା ମିଶନ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧରେ ସୂଚନା ପ୍ରଦାନ କରିବ । ଏହି ମିଶନ ଦ୍ଵାରା ଛାତ୍ର ଛାତ୍ରୀ ପ୍ରତିଦିନ ବିଦ୍ୟାଳୟ ଯିବା ପାଇଁ ପ୍ରୋତ୍ସାହିତ ହେବେ। ମାତୃଭାଷା ଭିତ୍ତିକ ଶିକ୍ଷଣକୁ ଗୁରୁତ୍ୱ ଦେବା ଦ୍ବାରା ଶିଶୁଙ୍କର ସାମଗ୍ରିକ ବିକାଶରେ ସହାୟକ ହେବ ବୋଲି ଜିଲ୍ଲପାଳ ମତ ପ୍ରକାଶ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ସମଗ୍ର ଶିକ୍ଷା ଅଭିଯାନ ଓ ଜିଲ୍ଲା ଶିକ୍ଷା ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.