ପ୍ରମୁଖ ଖବର
  • ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କର ଅଧ୍ୟକ୍ଷ ପଦରୁ ବିଜୟ ଶେଖର ଶର୍ମାଙ୍କ ଇସ୍ତଫା
  • ||
  • ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ୫୫୪ଟି ଅମୃତ ଭାରତ ଷ୍ଟେସନ୍ ଶିଳାନ୍ୟାସ
  • ||
  • ଭୁବନେଶ୍ଵର : ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ, ପରିଦର୍ଶନ କରିବେ କୃଷି ଭବନ
  • ||
  • ପାରାଦୀପ ବନ୍ଦରରୁ କଂଟେନର୍ ଏକ୍‌ଜିମ୍‌ ସେବା ଆରମ୍ଭ, ପଣ୍ୟ ପରିବହନ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ
  • ||
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ବିଳମ୍ଵିତ ରାତିରେ ଘରେ ପଶି ହତ୍ୟା, ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର

ନିଶ୍ଚିନ୍ତକୋଇଲି, ୦୯/୧୨ : ବିଳମ୍ଵିତ ରାତିରେ ଘରେ ପଶି ହତ୍ୟା। ଡକାୟତି ଯୋଜନାରେ ଘରେ ପଶି ସ୍ଵାମୀ ସ୍ତ୍ରୀଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ। ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର। ନେମାଳ ଥାନା କଳମିଶ୍ରୀ ପଞ୍ଚାୟତର ୧୧ ନମ୍ବର ୱାର୍ଡରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି।

ସୂଚନାନୁଯାୟୀ, ନେମାଳ ଥାନା କଳମିଶ୍ରୀ ପଞ୍ଚାୟତର ୧୧ ନମ୍ବର ୱାର୍ଡରେ ଗୁରୁବାର ବିଳମ୍ବିତ ରାତିରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ୬୯ ବର୍ଷୀୟ ଅବସରପ୍ରାପ୍ତ କର୍ମଚାରୀ ହୃଷିକେଶ ମୁଦୁଲିଙ୍କ ଘରେ ପଶି ଆକ୍ରମଣ କରିଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ହୃଷିକେଶଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପତ୍ନୀ କନକଲତା ମୁଦୁଲି ଗୁରୁତର ହୋଇଛନ୍ତି। ଗୁରୁତର ପତ୍ନୀଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଡକାୟତ କରିବା ଯୋଜନାରେ ଆସି ହତ୍ୟାକାଣ୍ଡ ଘଟାଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.