ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁରୀରେ ନୀତିନ ଗଡକରୀ, ମହାପ୍ରଭୁଙ୍କୁ ଦର୍ଶନ କରି କଲେ ଆଶିଷ ଭିକ୍ଷା

ପୁରୀ, ୦୯/୦୫ : ପୁରୀରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ। ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ। ଏହାପରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି। 

ଏହାପରେ ନୀତିନ ଗଡକରୀ ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ଵିତ ପାତ୍ରଙ୍କ ବାସଭବନକୁ ଯିବେ। ସେଠାରୁ କୃଷ୍ଣପ୍ରସାଦପୁରରେ ବିଜେପି ପାଇଁ ପ୍ରଚାର କରିବେ। ଏକ ଜନସଭାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.