ପ୍ରମୂଖ ଖବର
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ମାଡ଼ି ଆସୁଛି ବାତ୍ୟା, ଉତ୍ତର ଓଡ଼ଶାରେ ପଡ଼ିବ ବେଶୀ ପ୍ରଭାବ

Published By : Rasmita Pradhan | October 22, 2024 2:32 PM

ଭୁବନେଶ୍ଵର, ୨୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ଗଭୀର ଅବପାତରେ ପରିଣତ ହେବ। ୨୩ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବ। କାଳକ୍ରମେ ଏହା ଭୀଷଣ ବାତ୍ୟାରେ ରୂପାନ୍ତରିତ ହେବ। ୨୪ ତାରିଖ ରାତି ଓ ୨୫ ସକାଳ ମଧ୍ୟରେ ଏହା ପୁରୀରୁ ସାଗରଦ୍ଵୀପ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ବାତ୍ୟା ପ୍ରଭାବରେ ପୁରୀରୁ ୨୪ ପ୍ରଗଣା ଜିଲ୍ଲା ମଧ୍ୟରେ ପ୍ରବଳ ବର୍ଷା ପବନ ହେବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ୧୦୦ ରୁ ୧୨୦ କିମି ରହିବ। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ପଡ଼ିବ। କିଛି ସ୍ଥାନରେ ଭୀଷଣ ବର୍ଷା ହୋଇପାରେ। ଏନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.