PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: ଜୁଲାଇ ୫ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ !
  • ||
  • ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌, ଗର୍ଭଗୃହ ଓ ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବ ଟିମ୍‌
  • ||
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

ଅପରାହ୍ନ ୪ଟା ୩୦ମି. ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ! ଭୁବନେଶ୍ୱର ସମେତ ୧୦ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର ୭।୬: ରାଜ୍ୟର ୧୦ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅପରାହ୍ନ ୪ଟା ୩୦ ମିନିଟ୍ ମଧ୍ୟରେ ଭୁବନେଶ୍ୱର ସମେତ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ବରଗଡ଼, ସୋନପୁର, ସମ୍ବଲପୁର, ଖୋର୍ଦ୍ଧା ସହ ଏବଂ କଟକ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।