PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ବିଜେପୁର ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି; ଅକ୍ଟୋବର ୨୧ରେ ନିର୍ବାଚନ, ୨୪ରେ ଫଳାଫଳ

ବରଗଡ଼ ୨୩।୯: ବିଜେପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି। ସକାଳ ୬ଟାରୁ ଅପରାହ୍ନ ୫ଟା ଯାଏ ହେବ ମତଦାନ। ଆଜି ଠାରୁ ସେପ୍ଟେମ୍ବର ୩୦ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ସରିବ। ଅକ୍ଟୋବର ୩ ପ୍ରାର୍ଥିପତ୍ର ପ୍ରତ୍ୟାହାର ତାରିଖ ରହିଛି । ଅକ୍ଟୋବର ୨୧ରେ ଭୋଟିଂ, ୨୪ରେ ଗଣତି। ତେବେ ବିଜ୍ଞପ୍ତି ପ୍ରକାଶ ପାଇଲା ପରେ ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ତପ୍ତରତା ଦେଖାଦେଇଛି ।

ଆଜି ବରଗଡ଼ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚି ଉପନିର୍ବାଚନ ପାଇଁ ପ୍ରସ୍ତୁତି ବିଷୟରେ ସମକ୍ଷା କରିଥିଲେ ଏବଂ ରିଟର୍ଣ୍ଣିଂ ଅଫିସର ତଥା ପଦ୍ମପୁର ଉପଜିଲ୍ଲାପାଳ ତନ୍ମୟ ଦରଓ୍ବାନଙ୍କ ଠାରୁ ପ୍ରକାସନିକ ପ୍ରସ୍ତୁତି ବିଷୟରେ ପଚାରି ବୁଝିଥିଲେ।

ସମ୍ବନ୍ଧିତ ଖବର