ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ : ଡିସେମ୍ଵର ୧୦ ନାମାଙ୍କନର ଶେଷ ତାରିଖ, ୧୧ରେ ପ୍ରାର୍ଥିପତ୍ର ଯାଞ୍ଚ

Published By : Rasmita Pradhan | December 3, 2024 10:16 AM

ଭୁବନେଶ୍ଵର, ୦୩/୧୨ : ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧାନସଭାରେ ପ୍ରକାଶ ପାଇଲା ବିଜ୍ଞପ୍ତି। ଆସନ୍ତା ଡିସେମ୍ଵର ୧୦ ତାରିଖ ନାମାଙ୍କନର ଶେଷ ତାରିଖ। ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୧୩ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ଏହାପରେ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ। ରାଜ୍ୟସଭାରୁ ସୁଜିତ୍ କୁମାରଙ୍କ ଇସ୍ତଫା ପରେ ଏହି ଉପନିର୍ବାଚନ ହେବ। 

ସୂଚନାନୁଯାୟୀ, ୪ଟି ରାଜ୍ୟରେ ୬ଟି ରାଜ୍ୟସଭା ଆସନ ଖାଲି ପଡିଛି। ଏହି ସବୁ ଆସନ ପାଇଁ ଆସନ୍ତା ୨୦ ତାରିଖରେ ଉପନିର୍ବାଚନ ହେବ। ସେହିଦିନ ଫଳାଫଳ ପ୍ରକାଶ ପାଇବ। ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣାରେ ରାଜ୍ୟସଭା ଆସନ ଖାଲି ରହିଛି। ଓଡ଼ିଶାର ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲି ପଡିଛି। ଏହା ପରେ ବିଜେଡି ନେତା ମମତା ମହନ୍ତ ମଧ୍ୟ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ପରବର୍ତ୍ତୀ ସମୟରେ ବିଜେପିରେ ଯୋଗ ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.