PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ନୂଆପଡ଼ାରେ ବାଘ ଆତଙ୍କ, ଘର ବାହାରେ ବନ୍ଧା ହୋଇଥିବା ବଳଦକୁ ଟାଣିନେଲା କଲରାପତରିଆ

ନୂଆପଡ଼ା, ୨୫/୦୯ : ନୂଆପଡା ଜିଲ୍ଲାରେ ବାଘ ଆତଙ୍କ। ବୋଡେନ ରେଞ୍ଜ ଖଇରା ଗାଁରେ ଘର ବାହାରେ ବନ୍ଧା ହୋଇଥିବା ବଳଦକୁ ରାତିରେ ଟେଣିନେଇ ପାଖ ଜଙ୍ଗଲରେ କଲରାପତରିଆ ବାଘ ଖାଇଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଖଇରା ଗାଁର ଜୀତ ମାଝିଙ୍କ ଦୁଇଟି ବଳଦ ଥିବାବେଳେ ଗୋଟିଏ ବଳଦକୁ ବାଘ ମାରି ଖାଇଦେଇଛି। ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବଳଦକୁ ବାଘ ମାରି ଖାଇଛି ନା ଅନ୍ୟ କୌଣସି ଜୀବ ମାରି ଖାଇଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ବନ ବିଭାଗ କହିଛି। ସୁନାବେଡା ଅଭୟାରଣ୍ୟ ତଳି ଅଞ୍ଚଳରେ ଥିବା ଗାଁ ମାନଙ୍କରେ ଏଭଳି ବାଘ ଆତଙ୍କ ବାରମ୍ବାର ଦେଖା ଦେଉଥିବା ବେଳେ ଲୋକଙ୍କୁ ସଚେତନ କରୁଛି ବନ ବିଭାଗ ।