PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ସଡକ ଦୁର୍ଘଟଣାରେ ୨ ବୋଲବମ ଭକ୍ତ ମୃତ, ୧୦ ଗୁରୁତର

ଭୁବନେଶ୍ବର ୨୭।୭: ଶୁକ୍ରବାର ମଧ୍ୟ ରାତିରେ ବାଙ୍ଗିରିପୋଷି ବଜାରସ୍ଥିତ ଦୋକାନର କର୍ମୀମାନେ ଏକ ଗାଡିରେ ଗୁପ୍ତେଶ୍ୱର ବୋଲବମ୍ ଯାଉଥିବା ସମୟରେ ଦ୍ୱାରଶୁଣୀ ଘାଟି ପାଖରେ ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରକଟି ୨୦୦ ମିଟର ପର୍ଯ୍ୟନ୍ତ ଘୋଷାରି ନେଇଥିଲା ବୋଲବମ ଭକ୍ତଙ୍କୁ । ଏଥିରେ ଦୁଇ ଜଣ ମୃତ୍ୟୁବରଣ କରିଥିବା ବେଳେ ୨ଜଣଙ୍କ ପ୍ରାଣ ଯାଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି ।

ସମସ୍ତଙ୍କୁ ସ୍ଥାନୀୟ ଜନସାଧାରଣ, ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲକୁ ପଠାଯାଇଛି। ମୃତକମାନେ ହେଲେ ବାଙ୍ଗିରିପୋଷି ହାଣଦା ଗ୍ରାମର ରଂଜିତ ରାମ ଓ ଶିବୁ ସାହୁ ବୋଲି ଜଣାପଡିଛି। ଏଥିରେ ଟ୍ରକର ଡ୍ରାଇଭର ମଧ୍ୟ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।