ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଓଏଏସ୍‌ ସ୍ତରରେ ଅଦଳବଦଳ:ବଦଳିଲେ ୫ ବରିଷ୍ଠ ଓଏଏସ୍‌ ଅଧିକାରୀ, ହାଉସିଂ ବିଭାଗର ନିର୍ଦ୍ଦେଶକ ହେଲେ ଗଙ୍ଗାଧର ନାୟକ

ଭୁବନେଶ୍ୱର,୩୧/୦୮: ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ  କରିଛନ୍ତି । ୫ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ  ବଦଳି କରାଯାଇଛି । ସାଧାରଣ ପ୍ରଶାସନ  ବିଭାଗର ସ୍ୱତନ୍ତ୍ର ସଚିବ ଗଙ୍ଗାଧର ନାୟକଙ୍କୁ ହାଉସିଂ ବିଭାଗର ନିର୍ଦ୍ଦେଶକ  ଭାବେ ବଦଳି କରାଯାଇଛି । ସେହିପରି ହାଉସିଂ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱରେ  ଥିବା ବରିଷ୍ଠ ଓଏଏସ୍‌ ଦେବାଶିଷ  ସିଂହଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶକ,  ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ  ଅତିରିକ୍ତ ନିର୍ଦ୍ଦେଶକ ଆରାଧାନା ଦାସଙ୍କୁ  ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ  ବଦଳି କରାଯାଇଛି । ତାଙ୍କ ସ୍ଥାନରେ  ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ  ସଚିବ ଶିବ ରାଓଙ୍କୁ ଅବସ୍ଥାପିତ  କରାଯାଇଛି । ସେହିପରି ଭୁବନେଶ୍ୱର  ମହାନଗର ନିଗମର ଅତିରିକ୍ତ  କମିଶନର ଘାସିରାମ ମୁର୍ମୁଙ୍କୁ ସାଧାରଣ  ପ୍ରଶାସନ ବିଭାଗକୁ ବଦଳି ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.