PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ ଲଜପତ୍‌ ନଗର ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ
  • ||
  • ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ପାରିତ, ମୋ ଘର ଯୋଜନା ପ୍ରସ୍ତାବରେ ବାଜିଲା ମୋହର
  • ||
  • ଗୌହାଟୀ : ଭୂମିକମ୍ପ ଝଟ୍‌କାରେ ଥରିଲା ଆସାମ, ରିକ୍ଟର ସ୍କେଲରେ ୪.୪ ତୀବ୍ରତା ରେକର୍ଡ
  • ||
  • ଭୁବନେଶ୍ୱର : ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ୭ରୁ ୮ ପ୍ରସ୍ତାବ ଉପରେ ବାଜିପାରେ ମୋହର, ବଡ଼ ଘୋଷଣା ଉପରେ ନଜର
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ଅନୁକୂଳ ପରେ ଦଣ୍ଡାରେ ପଡ଼ିଲା କଣ୍ଟା, ଗୁଜ, ଜଳଯନ୍ତ୍ର ରହି ଉଠିଲା ନିରାଡି
  • ||
  • ଭୁବନେଶ୍ୱର: ଜୁନ୍‌ ୧ରୁ ବଢ଼ିବ ତାତି, ତତଲା ପବନ କଲବଲ କରିବ: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
  • ||
  • କେସିଙ୍ଗା : ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ଲକ୍ଷାଧିକ ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ଲୁଟ୍
  • ||
  • କରଞ୍ଜିଆ : କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||

ଜୁନ ମାସ ୬ ତାରିଖ ପର୍ଯ୍ୟନ୍ତ ଚାଲିବ ପଛୁଆବର୍ଗ ସର୍ଭେ

ଭୁବନେଶ୍ୱର ୨୬/୫- ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ପଛୁଆ ବର୍ଗ ଲୋକମାନଙ୍କ ସର୍ଭେକୁ ଆସନ୍ତା ଜୁନ ମାସ ୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ସର୍ଭେରେ ପ୍ରତିଦିନ (ଛୁଟି ଦିନ ସହିତ) ଏନୁମରେଟରମାନେ ଘରକୁ ଘର ବୁଲି ପଛୁଆ ବର୍ଗ ଲୋକମାନଙ୍କର ତଥ୍ୟ ସଂଗ୍ରହ କରିବେ । ଯେଉଁ ପଛୁଆ ବର୍ଗ ବ୍ୟକ୍ତିମାନେ ବର୍ତ୍ତମାନ ସୁଦ୍ଧା ନିଜ ତଥ୍ୟ ପ୍ରଦାନ କରି ନାହାନ୍ତି ସେମାନେ ନିଜର ତଥା ନିଜ ପରିବାର ସଦସ୍ୟଙ୍କ ତଥ୍ୟକୁ ପ୍ରଦାନ କରିବା ନିମନ୍ତେ ପଛୁଆ ବର୍ଗ ଆୟୋଗ ଅନୁରୋଧ କରିଛନ୍ତି ।