ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ସୋସିଆଲ ମିଡିଆରେ ନିଆଁ ଲଗାଇଲେ ଓଡ଼ିଆ ମଡେଲ, ବୋଲ୍ଡ ଫଟୋ ସେୟାର କରି ଟ୍ରୋଲର ଶିକାର ହେଲେ ସୁନିତା

ଭୁବନେଶ୍ବର, ୦୧/ ୦୩: ସୋସିଆଲ ମିଡିଆରେ ବୋଲ୍ଡ ଫଟୋ ସେୟାର କରି ଚର୍ଚ୍ଚାରେ ଓଡ଼ିଆ ଝିଅ। ଓଡ଼ିଆ ଅଭିନେତ୍ରୀ, ମଡେଲ ଓ ଆଙ୍କର ସୁନିତା ଗରାବଡ଼ୁ ଏବେ ସବୁଠୁ ଚର୍ଚ୍ଚାରେ।

ରବିବାର ଦିନ ସୁନିତା ସୋସିଆଲ ମିଡିଆ ସାଇଟ୍‌ ଇନଷ୍ଟାଗ୍ରାମରେ ଏକ ବୋଲ୍ଡ ପିକ୍‌ ପୋଷ୍ଟ କରିଥିଲେ। ଯେଉଁଥରେ ସେ କ୍ୟାପସନ୍‌ ଲେଖିଥିଲେ ଯେ, “Sun soaking while fantasizing about Spain.” ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏପରିକି ସୋସିଆଲ ମିଡିଆ ୟୁଜର୍ସ ମାନେ ଟ୍ରୋଲ କରିଛନ୍ତି।

wp:html
/wp:html

ସୂଚନାଯୋଗ୍ୟ, ପ୍ରଥମ ଓଡ଼ିଆ ମହିଳା ଭାବେ ୨୦୧୬ ଟି-୨୦ ବିଶ୍ବକପ୍‌ କ୍ରିକେଟରେ ଆଙ୍କରିଙ୍ଗ୍‌ କରିଥିଲେ। ସେ ବଡ଼ ବଡ଼ ପ୍ରୋଗାମରେ ମଧ୍ୟ ଆଙ୍କରିଂ କରି ସମସ୍ତଙ୍କ ମନ ଜିଣିଥିଲେ।

{"id":225439,"sizeSlug":"large","linkDestination":"none"}

Copyright © 2022 - Summa Real Media Private Limited. All Rights Reserved.