ଭୁବନେଶ୍ୱର ୧୪/୧୧: ଓଲିଉଡ୍ ସିଙ୍ଗରଙ୍କ ଉପରେ ଲାଗିଲା କଳା ନଜର। ଅଭିଜିତ ମଜୁମଦାର ପରେ ଓଲିଉଡ୍ ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ କଣ୍ଠଶିଳୀ ହ୍ୟୁମାନ ସାଗରଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟବସ୍ଥା। ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି। ହ୍ୟୁମାନ ସାଗର କିଡ୍ନୀ ଓ ଲିଭର ଜନିତ ରୋଗରେ ପୀଡ଼ିତ ଥିଲେ । କିଛି ଦିନ ଧରି ସେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇ