ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ବେଶ୍ ସରଗରମ ହେବ ବିଧାନସଭା, ଶୂନ୍ୟକାଳରେ ଉଠିବ ଆଳୁ ସଙ୍କଟ, ଦରଦାମ୍ ବୃଦ୍ଧି ଏବଂ ପୋଲାଭରମ ଆଦି ପ୍ରସଙ୍ଗ

Published By : Rasmita Pradhan | December 3, 2024 8:25 AM

ଭୁବନେଶ୍ଵର, ୦୩/୧୨ : ମଙ୍ଗଳବାର ବେଶ୍ ସରଗରମ ରହିବ ବିଧାନସଭା। ପଞ୍ଚାୟତରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ଆଳୁ ସଙ୍କଟ, ଦରଦାମ୍ ବୃଦ୍ଧି, ଓଡ଼ିଶା ରେଳ ଡିଭିଜନକୁ ଅଣଦେଖା, ପୋଲାଭରମ ଆଦି ପ୍ରସଙ୍ଗ ଉଠାଇ ଶାସକ ଦଳକୁ ଘେରିବେ ବିରୋଧୀ। 

ସେପଟେ କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। ସେହିପରି ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପରେ ଗୃହରେ ଆଲୋଚନା ରହିଛି। ଧାନ ମଣ୍ଡି ସମସ୍ୟା ଓ ଆଇନ ସୁରକ୍ଷା ପ୍ରସଙ୍ଗକୁ ଗୃହରେ ଉଠାଇ ଶାସକ ଦଳକୁ ଘେରିବେ ବିରୋଧୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.