ପ୍ରମୂଖ ଖବର
  • Women's Triseries IND VS SRI; ସ୍ମୃତିଙ୍କ ଶତକୀୟ ପାଳି, ଶ୍ରୀଲଙ୍କାକୁ ୩୪୩ରନ୍‌ର ଟାର୍ଗେଟ
  • ||
  • ଏବେ ବି ଜାରି ଅପରେସନ୍ 'ସିନ୍ଦୂର', ଭାରତୀୟ ବାୟୁସେନା ଦେଲା ବଡ଼ ସୂଚନା
  • ||
  • ବଲାଙ୍ଗୀର : ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ତିନି ସେନା ମୁଖ୍ୟ, ପିଏମ୍‌ଙ୍କ ବାସ ଭବନ ପ୍ରତିରକ୍ଷା ମନ୍ତ୍ରୀ, ଏନ୍ଏସଏଙ୍କ ସମେତ ସିଡିଏସ
  • ||
  • ମୟୂରଭଞ୍ଜ : ବିଲରୁ ନବଜାତକର ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ସୁନ୍ଦରଗଡ଼ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ପୋଡ଼ୋଶୀକୁ କଟୁରୀରେ ହାଣି ହତ୍ୟା
  • ||
  • ଆସନ୍ତା ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ,ସିବିଏସ୍‌ଇ ଦଶମ, ଦ୍ୱାଦଶ ଫଳ ବି ପ୍ରକାଶ ପାଇବ
  • ||
  • ରଥଖଳା ହାଲ୍‌ଚାଲ୍‌... ଆଜି ଗୁଜ ଅନୁକୂଳ କରିବେ ରୂପକାର, ଚକ ତିଆରି ପାଇଁ ଖୋଳାହେବ ଯନ୍ତାଗାଡ଼
  • ||
  • ମହିଳା ତ୍ରିରାଷ୍ଟ୍ରୀୟ ସିରିଜ୍‌: ଆଜି ଭାରତ-ଶ୍ରୀଲଙ୍କା ଫାଇନାଲ ଫାଇଟ୍‌, ଟିମ୍‌ ଇଣ୍ଡିଆ ପଲ୍ଲା ଭାରି
  • ||
  • ବାଲେଶ୍ୱର : ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଡ୍ରାଇଭର ଫେରାର
  • ||
  • ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ନୀତି, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ମୁକ୍ତିମଣ୍ଡପସ୍ଥ ଖଟୁଲିରେ ବିଜେ ହେବେ
  • ||
  • ଭୁବନେଶ୍ୱର : ୪୪୦ଭୋଲ୍ଟ ତାରରୁ ଘରେ ଲାଗିଲା ନିଆଁ, ଅଳ୍ପକେ ବର୍ତିଲେ ପରିବାର ଲୋକେ
  • ||
  • ଏଥର ଆଗୁଆ ଆସିବ ମୌସୁମୀ, ଓଡ଼ିଶାକୁ ବି ଶୀଘ୍ର ଛୁଇଁପାରେ: ୫ ଦିନ ଯାଏ ପ୍ରଚଣ୍ଡ ତାତି, ଗୁଳୁଗୁଳିରୁ ମିଳିବନି ତ୍ରାହି
  • ||

ସରିଲା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୭ଟି ପ୍ରସ୍ତାବକୁ ମଞ୍ଜୁରୀ

Published By : prameya | April 23, 2025 2:29 PM

ଭୁବନେଶ୍ୱର,୨୩/୦୪: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ   ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିଥିଲା । ସେପଟେ ଆନ୍ତଃ ମନ୍ତ୍ରୀ ପରିଷଦ ବୈଠକ ଜାରି ରହିଛି । ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା ।  ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି ।



 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.