ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସୋମବାର ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜନସଭାରେ କରିବେ ଭୋଟ୍ ଅପିଲ୍

ଭୁବନେଶ୍ୱର,୨୭/୦୫: ସୋମବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାରରେ କେନ୍ଦ୍ରାପଡା  ଓ ଜଗତସିଂହପୁର ଗସ୍ତରେ ଯାଉଛନ୍ତି । ପୂର୍ବାହ୍ନ ୧୧ଟାରେ ସେ  କେନ୍ଦ୍ରାପଡା ବାରୋ ପଡିଆରେ ହେଲିକପ୍‌ଟର ଯୋଗେ ପହଞ୍ଚିବେ । ସେଠାରେ ଜନସଭାରେ କେନ୍ଦ୍ରାପଡା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ବିଧାନସଭା ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କ ପାଇଁ ଭୋଟ୍‌ ଭିକ୍ଷା କରିବେ । ସେଠାରୁ ହେଲିକପଟର ଯୋଗେ ଯାଇ ଦିନ ୧୨ଟା  ୨୦ ମିନିଟରେ ପାରାଦୀପ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାହାମାରେ ପହଞ୍ଚିବେ । ସେଠାରେ ଆଉ ଏକ ସମାବେଶରେ ଉଦବୋଧନ ଦେଇ  ଜଗତସିଂହପୁର ସଦର ମହକୁମା ଯିବେ । ଦିନ ୧ଟା ୧୦ ମିନିଟରେ ଜଗତସିଂହପୁର ଷ୍ଟାଡିୟମରେ ପହଞ୍ଚି ଏକ ସମାବେଶରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ନିବେଦନ କରିବାର କାର୍ଯ୍ୟକ୍ରମ ରହିଛି

  • PrameyaOdia
  • prameya
  • naveen patnaik
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.